ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି: ଜଟଣୀରେ ବାଣ୍ଟିବେ ଜମି ପଟ୍ଟା
ଭୁବନେଶ୍ୱର: ହୀରାକୁଦ ବସ୍ଥାପିତଙ୍କୁ ତୁରନ୍ତ ଜମି ପଟ୍ଟା ଦେବେ ବୋଲି ସରକାର ଘୋଷଣା କରବା ପରେ ଏବେ ଜଟଣୀ ପାଳି । ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ମୁଖ୍ୟମନ୍ତ୍ରୀ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବା ବୋଲି ନୀତିଗତ ନିଷ୍ପତ୍ତି ନେଇଛନ୍ତି । 5T…