ରାଷ୍ଟ୍ରପତି ବାଇଡେନଙ୍କ ଗାଡିକୁ ଧକ୍କା ଦେଲା କାର: ବନ୍ଧୁକ ମୁନରେ ଡ୍ରାଇଭରଙ୍କୁ ଘେରିଗଲେ ସୁରକ୍ଷାକର୍ମୀ
ନ୍ୟୁୟର୍କ:ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସୁରକ୍ଷାରେ ବଡ ଧରଣର ତ୍ରୁଟି ସାମ୍ନାକୁ ଆସିଛି । ଜୋ ବାଇଡେନଙ୍କ ଗାଡିକୁ ଏକ କାର ଧକ୍କା ଦେଇଛି । ବାଇଡେନ ଏକ ନିର୍ବାଚନ ପ୍ରଚାର ଅଭିଯାନ ସାରି ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣା ସମୟରେ ତାଙ୍କ ପତ୍ନୀ ଜିଲ ବାଇଡେନ…