ପୂରଣ ହେଲା ସୂର୍ଯ୍ୟ ପାତ୍ରଙ୍କ ଶେଷ ଇଚ୍ଛା: ମୃତ୍ୟୁ ପରେ ବି ଦୁନିଆ ଦେଖିବେ ସୂର୍ଯ୍ୟ, ଚକ୍ଷୁ ଦାନ କଲେ ପରିବାର ଲୋକ
ଭୁବନେଶ୍ୱର : ପରଲୋକରେ ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଗତକାଲି ସନ୍ଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ଆଜି ଅପରାହ୍ନ ସମୟରେ ଗଞ୍ଜାମ ଦିଗପହଣ୍ଡିରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ବରିଷ୍ଠ…