ନନ୍ଦନବିହାର ଲୁଟ୍ ଘଟଣା: ଆଉ ୫୦ଲକ୍ଷ ଲୁଟ୍ ଟଙ୍କା ଜବତ , ୩ ଅଭିଯୁକ୍ତ ଗିରଫ
ଭୁବନେଶ୍ବର: ରାଜଧାନୀରୁ ସିବିଆଇ ଅଧିକାରୀ କହି ୨ କୋଟି ଲୁଟ ମାମଲା। ଅନ୍ୟ ୩ ଅଭିଯୁକ୍ତଙ୍କୁ କାବୁ କରି ପଚରାଉଚରା କରୁଛି ପୋଲିସ । ୧ କୋଟି ୨ ଲକ୍ଷ ଉଦ୍ଧାର କରିବା ସହ ୫ ଜଣଙ୍କୁ ପୋଲିସ ଗିରଫ କରିଛି । ଏବେ ପୁଣି ୫୦ ଲକ୍ଷର ଲୁଟ ଟଙ୍କା ଜବତ ହୋଇଛି । ନନ୍ଦନବିହାର ଅଞ୍ଚଳରେ ସିବିଆଇ…