ଶାସନ ବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ କଟାକ୍ଷ: ଉଠାଇଲେ ଶଶିକଳା ସିଣ୍ଡ୍ରୋମ
ଭୁବନେଶ୍ୱର: ନବୀନଙ୍କୁ ଟେକିଲେ । ହେଲେ ତାଙ୍କ ସରକାର ଉପରେ ବର୍ଷିଲେ । ପିଠି ଆଉଁସି କଡା ଭାଷାରେ ନବୀନ ସରକାରଙ୍କୁ ସମାଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟରେ ଚାଲିଥିବା ଶାସନ ବ୍ୟବସ୍ଥାକୁ ନେଇ ପୁଣି ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…