Latest Odisha News

BREAKING NEWS

Yearly Archives

2023

ସିକ୍ୟୁରିଟି ଗାର୍ଡକୁ ହତ୍ୟା କଲା ସିକ୍ୟୁରିଟି ଗାର୍ଡ, ଅଭିଯୁକ୍ତ ଥାନାରେ ଅଟକ

ବୌଦ୍ଧ:  ସିକ୍ୟୁରିଟି ଗାର୍ଡକୁ ହାଣି ହତ୍ୟାକଲା ଅନ୍ୟ ଜଣେ ସିକ୍ୟୁରିଟି ଗାର୍ଡ । ଏମିତି କିଛି ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ଖୁଣ୍ଟିଆପଡ଼ା ଯୋଗୀଭୋଗୋରା ରେଲୱେ ବ୍ରିଜ ନିକଟରେ। ମୃତକ ରାଉତବାହାଲ ଗାଁର ରଞ୍ଜନ ପ୍ରଧାନ ବୋଲି ଜଣାପଡିଛି  ।  ପୁଲିସ ଅଭିଯୁକ୍ତ ସିକ୍ୟୁରିଟି ଗାର୍ଡ ପ୍ରକାଶ…

ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ଲିଚି , ଓଜନ କମାଇବା ସହ ଦେଇଥାଏ ଏସବୁ ଫାଇଦା

ନୂଆଦିଲ୍ଲୀ : ଗ୍ରୀଷ୍ମ ଋତୁରେ ଶରୀରକୁ ହାଇଡ୍ରେଟ୍ ରଖିବା ଅତ୍ୟନ୍ତ ଜରୁରୀ । ଏଥିପାଇଁ ଲୋକମାନେ ଫଳ ଏବଂ ସବୁଜ ପନିପରିବା ଖାଇଥା’ନ୍ତି। ଏହା ଅନେକ ରୋଗକୁ ଭଲ କରିଥାଏ। ଆପଣ ଜାଣନ୍ତି କି ଗ୍ରୀଷ୍ମ ଋତୁରେ ଲିଚି ଖାଇବା ମଧ୍ୟ ଆବଶ୍ୟକ । ଲିଚି ଆପଣଙ୍କ ଶରୀରକୁ ଅନେକ ଲାଭ ଦେଇଥାଏ । ଆସନ୍ତୁ…

ସୁଧାରଗୃହ ଶୌଚାଳୟରୁ ମିଳିଲା ନାବାଳକର ଝୁଲନ୍ତା ମୃତଦେହ: ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ଭବାନୀପାଟଣା: କଳାହାଣ୍ଡି ଭବାନୀପାଟଣାରେ ଅଭାବନୀୟ ଘଟଣା ଘଟିଛି  । ମହିଳା ଓ ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ଦ୍ଵାରା ପରିଚାଳିତ ନାବାଳକଙ୍କ ପର୍ଯ୍ୟବେକ୍ଷଣ ଓ ସ୍ଵତନ୍ତ୍ର ଗୃହରୁ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି  । ସୁଧାରଗୃହ ଶୌଚାଳୟରୁ ଜଣେ ନାବାଳକର ଝୁଲନ୍ତା ମୃତଦେହ ଉଦ୍ଧାର…

ନିଜ ଗୁମାସ୍ତାଙ୍କୁ ଖୁସି କରିବା ପାଇଁ ବିଜେଡ଼ି ନେତା ପାଗଳର ପ୍ରଳାପ କରୁଛନ୍ତି: ଡ. ଯତୀନ ମହାନ୍ତି

ଭୁବନେଶ୍ୱର: ବିଜେଡି ନେତା ଅନୁଭବ ପଟ୍ଟନାୟକଙ୍କୁ ନେଇ ରାଜନୀତି ସରଗରମ ହୋଇ ଉଠିଛି। କିଛି ଦିନ ହେବ ଅନୁଭବ ପଟ୍ଟନାୟକ ଟ୍ୱିଟର ଜରିଆରେ କିଛି ମନ୍ତବ୍ୟ ରଖୁଛନ୍ତି ଏବଂ ସେହି ମନ୍ତବ୍ୟକୁ ନେଇ ରାଜନୀତିରେ ଆରମ୍ଭ ହେଉଛି ବୟାନବାଜି। ଏହାରି ଭିତରେ ଅନୁଭବ ପଟ୍ଟନାୟକଙ୍କୁ ଟ୍ୱିଟ କରି ରାଜ୍ୟ…

ବସ୍ତି ପାଲଟିବ ବିଜୁ ଆଦର୍ଶ କଲୋନୀ: ଆଜି ଭୂମିହୀନଙ୍କୁ ପଟ୍ଟା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବସ୍ତି ପାଲଟିବ ବିଜୁ ଆଦର୍ଶ କଲୋନୀ: ଆଜି ଭୂମିହୀନଙ୍କୁ ପଟ୍ଟା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ  । ସହରାଞ୍ଚଳରେ ବାସ କରୁଥିବା ବସ୍ତି ବାସିନ୍ଦା ସମ୍ମାନର ସହ ବଞ୍ଚିବେ । ସମସ୍ତଙ୍କୁ ମୌଳିକ ସୁବିଧା ଯୋଗାଇ ଦିଆଯିବ । ଆଜି ‌ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଗା ମିଶନ ଜରିଆରେ…

ମଦ ମାଫିଆଙ୍କୁ ଧରିବାକୁ ଯାଇ ନିସ୍ତୁକ ମାଡ ଖାଇଲା ପୋଲିସ

ଭଦ୍ରକ : ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ହଟହଟା  । ସାଦା ପୋଷାକରେ ଯାଇଥିବା ପୋଲିସ ଅଧିକାରୀଙ୍କୁ ନିସ୍ତୁକ ମାଡ ମାରିଲେ ମଦ ମାଫିଆ । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ସାବରଙ୍ଗ ଥାନା ଇଛାପୁର ସ୍ଥିତ ମାମଲି ହୋଟେଲରେ  । ଦୀର୍ଘ ଦିନ ହେଲା ଏଠାରେ ଚୋରା ମଦ କାରବାର ଚାଲିଥିଲା । ଏ…

ନନ୍ଦନବିହାର ବସୁନ୍ଧରା କଲୋନୀ ଡକାୟତି ମାମଲା: ୫ ଡକାୟତଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ୍

ଭୁବନେଶ୍ବର: ଇନ୍‌ଫୋସିଟି ଥାନା ନନ୍ଦନବିହାର ବସୁନ୍ଧରା କଲୋନି ଡକାୟତି ମାମଲା । ପୋଲିସ ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି  । ଗତ ୨ ତାରିଖରେ ସିବିଆଇ ରେଡ୍‌ ବାହାନାରେ ଘରେ ପଶି ୨ କୋଟି ଟଙ୍କା ଓ ବିପୁଳ ଗହଣା ଲୁଟି ନେଇଥିଲେ ୯ ଜଣିଆ ଡକାୟତ ଗ୍ୟାଙ୍ଗ ।  କମିସନରେଟ୍‌ ପୁଲିସ ୫…

ଲୋକପ୍ରତିନିଧିଙ୍କୁ ମିଳୁନି ସୁରକ୍ଷା କିନ୍ତୁ ସଚିବଙ୍କ ହାଇ ସିକ୍ୟୁରିଟି ନେଇ ସରକାରଙ୍କ ଅଧିକ ଚିନ୍ତା: ସମୀର ମହାନ୍ତି

ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ଏବେ ସଚିବ ଝଡ଼। ଫାଇବ-ଟି ସଚିବଙ୍କୁ ନେଇ ଚାଲିଛି ବୟାନବାଜି। ସୋସିଆଲ ମିଡିଆ ଏକ୍ସରେ ଉଭୟ ଶାସକ ଦଳ ଓ ବିରୋଧୀ ଦଳ ପରସ୍ପରଙ୍କ ମଧ୍ୟରେ ଚାଲିଛି ବାକ୍ ଯୁଦ୍ଧ। ଏହାରି ଭିତରେ ବିଜେପିର ପୂର୍ବତନ ସଭାପତି ତଥା ଜାତୀୟ କାର୍ଯ୍ୟକାରିଣୀର ସ୍ୱତନ୍ତ୍ର ସଦସ୍ୟ ସମୀର…

ବାପାଙ୍କ ଶ୍ରାଦ୍ଧ ବାର୍ଷିକୀକୁ ନିଆରା ଢଙ୍ଗରେ ପାଳିଲା ପୁଅ: ବୃକ୍ଷରୋପଣ କରି ଦେଲା ପରିବେଶ ସୁରକ୍ଷାର ବାର୍ତ୍ତା

ସୋରଡ଼ା: ବାପାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ବୃକ୍ଷରୋପଣ କରି ନିଆରା ଢଙ୍ଗରେ ପାଳିଲା ପୁଅ  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ୍ ଅଧୀନ ଅମୃତୁଲୁ ପଞ୍ଚାୟତରେ  ।  ପୂର୍ବତନ ସରପଞ୍ଚ ତଥା ସମାଜସେବୀ କାଶୀନାଥ ସ୍ୱାଇଁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀକୁ…

ରୋଜଗାର ମେଳା: ନବନିଯୁକ୍ତ ବ୍ୟକ୍ତିଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୨୮ ଅଗଷ୍ଟ, ୨୦୨୩) ପୂର୍ବାହ୍ନ ସାଢେ ୧୦ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ନୂତନ ଭାବେ ନିଯୁକ୍ତି ପାଇଥିବା ବ୍ୟକ୍ତି ମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନିଯୁକ୍ତ କର୍ମଚାରୀ ମାନଙ୍କୁ…