ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ୭୪ ଜଣଙ୍କୁ ପଦକ ପ୍ରଦାନ କଲେ ରାଜ୍ୟପାଳ
ଭୁବନେଶ୍ୱର: ରାଜ୍ୟ ପୋଲିସ୍ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା, କାରାଗାର ଓ ସଂସ୍କାର ସେବାର ୭୪ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ସାହସିକତା ପଦକ ପ୍ରଦାନ କରାଯାଇଛି।…