ଅଧାବାଟରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଅଟକାଇଲେ, ଗାଡି ଉପରକୁ ପାଣିବୋତଲ, ଅଣ୍ଡାମାଡ କଲେ
ବ୍ରହ୍ମପୁର: ବ୍ରହ୍ମପୁରରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଅଧାବାଟରେ ଅଟକାଇଲେ । ଅଣ୍ଡା, ପାଣିବୋତଲ ମାଡ କଲେ । ଏମିତି ଭାବେ ଆଜି ପ୍ରଦୀପ ସମର୍ଥକ ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଦେଖିବାକୁ ମିଳିଛି । ପରିସ୍ଥିତି ବିଷୟରେ ଜଣାଇ ମୁଖ୍ୟମନ୍ତ୍ରୀଙ୍କ…