ହୋମଗାର୍ଡଙ୍କୁ ନିର୍ଯାତନା: ସେପ୍ଟେମ୍ବର ୧୫ ସୁଦ୍ଧା ରିପୋର୍ଟ ଦେବାକୁ ଡିଜିପିଙ୍କୁ ଓଏଚଆରସିର ନୋଟିସ
ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଧିକାରୀ ବ୍ରିଜେଶ ରାଏଙ୍କ ପତ୍ନୀଙ୍କ ଦ୍ୱାରା ଜଣେ ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ଦିଆଯାଉଥିବା ନେଇ ଖବର ପ୍ରକାଶ ପାଇବା ପରେ ମଙ୍ଗଳବାର ଓଡ଼ିଶା ମାନବାଧିକାର କମିସନ (ଓଏଚଆରସି) ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ରିପୋର୍ଟ ତଲବ କରିବା ସହ ଗଭୀର ଉଦବେଗ…