ସକାଳୁ ସକାଳୁ ପୁରୀ ଗସ୍ତ କରି ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ
ପୁରୀ: ପୁରୀ ଫାଇଭ୍-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ । ଆଜି ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଭୋର୍ ସକାଳ ୫ଟାରୁ ପୁରୀ ଯାଇ ମହାପ୍ରଭୂଙ୍କୁ ଦର୍ଶନ କରିଛନ୍ତି । ଏବଂ ଶ୍ରୀକ୍ଷେତ୍ରରେ ଉନ୍ନୟନମୂଳକ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି । ଶ୍ରୀମନ୍ଦିର ଚର୍ତୁପାର୍ଶ୍ବରେ ବୁଲି ପ୍ରକଳ୍ପ…