ମଣିପୁରରେ ପୁଣି ତେଜିଲା ହିଂସା: କୁକି ସମ୍ପ୍ରଦାୟର ୩ ଯୁବକଙ୍କୁ ହତ୍ୟା
ଇମ୍ଫାଲ: ଦୁଇ ସପ୍ତାହ ବ୍ୟବଧାନ ପରେ ମଣିପୁରରେ ପୁଣି ତେଜିଲା ହିଂସା । କୁକି ସମ୍ପ୍ରଦାୟର ୩ ଜଣ ଆଦିବାସୀ ଯୁବକଙ୍କୁ ହତ୍ୟା କରିଛନ୍ତି ଦୁର୍ବୁତ୍ତ । ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି । ନାଗା ବହୁଳ ଉଖରୁଲ ଜିଲ୍ଲାରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡ ପରେ ସଶସ୍ତ୍ର…