ଭିସ୍ତାରା ଫ୍ଲାଇଟରେ ବୋମା ଭୟ: ଦିଲ୍ଲୀ ବିମାନ ବନ୍ଦରରେ ଛାନଭିନ
ନୂଆଦିଲ୍ଲୀ: ଭିସ୍ତାରା ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ । ଏପରି ଧମକ ଶୁଣିବା ପରେ ଚାରିଆଡେ ଖେଳିଗଲା ହଇଚଇ । ଦିଲ୍ଲୀ ଏୟାରପୋର୍ଟରେ ଆଜି ଏପରି ଘଟଣା ଦେଖିବାକୁ ମିଳିଥିଲା ।
ଆଜି ସକାଳୁ ସକାଳୁ ଦିଲ୍ଲୀ-ପୁଣେ ଫ୍ଲାଇଟକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଥିଲା । ୮ଟା ୫୩ ମିନିଟରେ…