Latest Odisha News

BREAKING NEWS

Yearly Archives

2023

ଭରା ନଈରେ ଯାତାୟାତ କରୁଛନ୍ତି ଲୋକେ, ବାଜିରେ ଲାଗୁଛି ଶହ ଶହ ଜୀବନ

ନୂଆପଡା: ଗମନାଗମନର ସମସ୍ୟା । ରାସ୍ତାଟିଏ ପାଇଁ ବହୁବାର ଅନୁରୋଧ କଲେ । ହେଲେ ହୋଇପାରିଲାନି ରାସ୍ତା କି ବ୍ରିଜ୍ । ବିପଦ ସଙ୍କୁଳ ଅବସ୍ଥାରେ ନଦୀ ପାର ହେଉଛନ୍ତି ଲୋକେ । ଲୋକଙ୍କ ବାଟ ଓଗାଳୁଛି ଅଇରୀ ନଦୀ । ଅନ୍ୟ ଦିନ ତ ଦୂର କଥା ବର୍ଷା ଦିନରେ ସ୍ଥିତି ବେହାଲ ହୋଇପଡୁଛି । ବର୍ଷା ଦିନରେ…

ପଞ୍ଚ ପଣ ଶପଥପାଠ କରାଇଲେ ଅର୍ଥମନ୍ତ୍ରୀ, କହିଲେ ୨୦୪୭ ସୁଦ୍ଧା ଭାରତକୁ ବିକଶିତ ଓ ଆତ୍ମନିର୍ଭରଶୀଳ କରାନ୍ତୁ

ପୁରୀ: ଦୁଇଦିନିଆ ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଦ୍ୱିତୀୟ ଦିନରେ ଶ୍ରୀଜିଉଙ୍କ ଦର୍ଶନ ସାରି ପେଣ୍ଠକଟାଠାରେ ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଅଭିଭାଷଣ ରଖି…

ବିଏମସି ପକ୍ଷରୁ ସବୁ ସ୍କୁଲରେ କରାଯିବ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ବର: ବିଏମସି ପକ୍ଷରୁ ସବୁ ସ୍କୁଲରେ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ କରାଯିବ। ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ , ଶିକ୍ଷୟତ୍ରୀଙ୍କୁ ଡେଙ୍ଗୁ ନେଇ ସଚେତନ କରାଯିବ। ସ୍କୁଲରେ ସଚେତନତା ବ୍ୟତୀତ ଘର ଘର ବୁଲି ସଚେତନତା କାର୍ଯ୍ୟକ୍ରମ ବଢ଼ାଇବା, ସଫେଇ ଏବଂ ଘର ଭିତର ସଫା ରଖିବାକୁ ପରାମର୍ଶ…

ଚର୍ଚ୍ଚାରେ ବିବେକ ଅଗ୍ନିହୋତ୍ରୀ; ‘ଦ କାଶ୍ମୀର ଫାଇଲ’ପରେ ମହାଭାରତକୁ ନେଇ କରିବେ ଫିଲ୍ମ

ନୂଆଦିଲ୍ଲୀ:ବିବେକ ଅଗ୍ନିହୋତ୍ରୀଙ୍କ ‘ଦ କାଶ୍ମୀର ଫାଇଲ୍ସ’ ସିନେମା ହଲରେ  ବୋବାଲ କରି ଦେଇଥିଲା । ଏହି ଫିଲ୍ମକୁ ଦର୍ଶକଙ୍କର ବେଶ ପ୍ରଶଂସା ମିଳିଥିଲା ଆଉ ଭଲ ପାଇବା ବି । ଏହି ଫିଲ୍ମ ପରେ ଅଗ୍ନିହୋତ୍ରୀ ଲଗାତାର ମିଡିଆ ଚର୍ଚ୍ଚାରେ ରହିଛନ୍ତି । ଏହି ଚର୍ଚ୍ଚା ଭିତରେ ଏବେ ଦର୍ଶକଙ୍କୁ…

ନ୍ୟୁୟର୍କରେ ବ୍ୟାନ୍ ହେଲା ଭିଡିଓ ଆପ୍ ଟିକ୍ ଟକ୍, ସୁରକ୍ଷା ଦୃଷ୍ଟିରୁ ନିଆଗଲା ନିଷ୍ପତ୍ତି

ନ୍ୟୁୟର୍କ: ପୁଣି ବ୍ୟାନ ହେଲା ଚାଇନା ଆପ୍ ଟିକ୍ ଟକ୍ । ନ୍ୟୁୟର୍କରେ ବ୍ୟାନ ହୋଇଛି ଟିକ୍ଟକ୍ । ସଟ ଭିଡିଓ ଆପ ଟିକଟକକୁ ବ୍ୟାନ କରିଛନ୍ତ ନ୍ୟୁୟର୍କ ସିଟି କର୍ତ୍ତୃପକ୍ଷ । ସୁରକ୍ଷା କାରଣରୁ ଟିକ୍ଟକ୍ ବ୍ୟାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାରୀ । ପୂର୍ବରୁ ଆମେରିକାର ଏକାଧିକ ଷ୍ଟେଟ…

ରାଜଗାଙ୍ଗପୁରରେ ରେଲ୍‌ ଓଭରବ୍ରିଜ: ସିଧାସଳଖ ଲୋକଙ୍କ ଠାରୁ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

 ଭୁବନେଶ୍ୱର: ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ  ସିଧା ସଳଖ ଲୋକଙ୍କ ଠାରୁ ଜମି କିଣାଯିବ ।  ରାଜ୍ୟ ସରକାର ଲୋକଙ୍କଠାରୁ ସିଧାସଳଖ ଜମି କିଣି ପ୍ରକଳ୍ପ କାମ ଆଗେଇ ନେବେ ।  ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ …

ରୌଦ୍ର ରୂପରେ ଆସୁଛନ୍ତି ‘ଶଙ୍କର’: ଗଣେଷ ପୂଜାରେ କରିବେ ଭରପୂର ମନୋରଞ୍ଜନ

ଭୁବନେଶ୍ୱର: ଅନେକ ଦିନ ପରେ ଓଡ଼ିଆ ଦର୍ଶକଙ୍କ ଅପେକ୍ଷାର ଅନ୍ତଃ ଘଟିଛି | ଏସ. ଡି. ଫିଲ୍ମସ ବ୍ୟାନରରେ ନିର୍ମିତ ହୋଇଛି ଏକ ନୂଆ ଓଡ଼ିଆ ଚଳଚ୍ଚିତ୍ର "ଶଙ୍କର " | ଏହି ସିନେମାରେ ଜବରଦସ୍ତ ଆକ୍ସନ, ରୋମାନ୍ସ , କମେଡିରେ ଭରିରହିଥିବା ବେଳେ ସସ୍ପେନ୍ସ ମଧ୍ୟ ରହିଛି  । ଏଭଳି ଏକ ରହସ୍ୟମୟ…

ନେହେରୁଙ୍କ ପରିଚୟ ତାଙ୍କ କାମରେ ଅଛି , ନାଁରେ ନାହିଁ :ରାହୁଲ ଗାନ୍ଧି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ’ ପୁନଃନାମକରଣ ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ଆଜି ଲଦାଖ ଯିବା ବେଳେ ବିମାନ ବନ୍ଦରରେ ରାହୁଲ କହିଛନ୍ତି  , ଯେ କେବଳ ନାଁ ପାଇଁ ନୁହେଁ , କାମ ପାଇଁ ନେହେରୁ ସୁପରିଚିତ  ।  ନେହେରୁ ସଂଗ୍ରହାଳୟ’ର ନାଁ…

ଖୁବଶୀଘ୍ର ରାଜ୍ୟର ସମସ୍ତ ଜିଲ୍ଲାରେ ମିଳିବ କୃତ୍ରିମ ଅଙ୍ଗ ପ୍ରତିରୋପଣ ସୁବିଧା

ଭୁବନେଶ୍ୱର: ଏଣିକି ଆଉ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଆସି କୃତ୍ରିମ ଅଙ୍ଗ ପ୍ରତିରୋପଣ କରିବାକୁ ପଡିବ ନାହିଁ। ରାଜ୍ୟର ସମସ୍ତ ଜିଲ୍ଲାରେ ଉନ୍ନତ ପୁନର୍ବାସ କେନ୍ଦ୍ର (ARC) ଖୋଲାଯିବ। ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଅନୁମୋଦନ ଦେବେ। ରାଜ୍ୟର ସମସ୍ତ ଜିଲ୍ଲାରେ ମିଳିବ…

ବର୍ଷାଦିନେ ମାଛ ଖାଉଥିଲେ ତୁରନ୍ତୁ ବନ୍ଦ କରନ୍ତୁ, ନଚେତ…

ଭୁବନେଶ୍ଵର: ମାଛ ବର୍ଷର ସବୁ ଋତୁରେ ମିଳିଥାଏ। ଯଦି ଆପଣ ବର୍ଷା ଋତୁରେ ମଧ୍ୟ ମାଛ ଖାଉଛନ୍ତି ତେବେ ହୋଇଯାଆନ୍ତୁ ସାବଧାନ । କାରଣ ମାଛ ସ୍ଵାସ୍ଥ୍ୟ ପାଇଁ ଉପକାରୀ ହୋଇଥାଏ ସତ ମାତ୍ର ବର୍ଷା ଦିନେ ମାଛ ଖାଇବା ସ୍ଵାସ୍ଥ୍ୟ ପାଇଁ ହାନିକାରକ ହୋଇଥାଏ । ମୌସୁମୀ ଆସିବା କ୍ଷଣି ଆମକୁ ଆରାମ ମିଳିଥାଏ…