କେନ୍ଦ୍ର ସରକାରଙ୍କ କ୍ୟାଲେଣ୍ଡର ୨୦୨୪ ଉନ୍ମୋଚନ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର
ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ ଠାକୁର ଆଜି "ଆମ ସଂକଳ୍ପ ବିକଶିତ ଭାରତ" ଶୀର୍ଷକରେ ଭାରତ ସରକାରଙ୍କ କ୍ୟାଲେଣ୍ଡର ୨୦୨୪ ର ଉନ୍ମୋଚନ କରିଛନ୍ତି । କ୍ୟାଲେଣ୍ଡର ୨୦୨୪ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଲୋକାଭିମୁଖୀ ନୀତିର ରୂପରେଖ…