ଆସନ୍ତାକାଲି ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଅପରାହ୍ନ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଜନ ସମାବେଶକୁ ସମ୍ବୋଧିତ କରିବେ ।
ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ…