ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ‘ସମ୍ପାଦନା, ବନାନଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ
ଭୁବନେଶ୍ୱର : ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ସ୍ଥାନୀୟ ସଂସ୍କୃତି ଭବନସ୍ଥିତ ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷାର ପାଞ୍ଚଦିନିଆ ‘ସମ୍ପାଦନା, ବନାନଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ଶିବିର ଉଦ୍ଘାଟିତ ହୋଇଛି । ଆଜିଠାରୁ ଆରମ୍ଭ ହୋଇ ୧୯ ତରିଖ ପର୍ଯ୍ୟନ୍ତ ଚାଲିବାକୁ ଏହି ପ୍ରଶିକ୍ଷଣ ଶିବିରରେ…