ସ୍ୱାଧୀନତା ଦିବସର ଚମକ ଦେଖିବେ ୧୮୦୦ ଅତିଥି, ସେଲଫି ପଏଣ୍ଟରେ ଉଠାଇବେ ଫଟୋ
ନୂଆଦିଲ୍ଲୀ:ଆଉ ଦୁଇଦିନ ପରେ ଦେଶ ପାଳିବ ୭୭ତମ ସ୍ୱାଧୀନତା ଦିବସ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଐତିହାସିକ ଲାଲକିଲ୍ଲା ପ୍ରାଚୀରରୁ କରିବେ ପତାକା ଉତ୍ତୋଳନ । ଏହି ଉତ୍ସବ ଦେଖିବା ପାଇଁ ଦେଶର ବିଭିନ୍ନ କ୍ଷେତ୍ରର, ବିଭିନ୍ନ ବର୍ଗର ପ୍ରାୟ…