ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ ଟିଏମସି ସାଂସଦ ଡେରେକ ଓ’ବ୍ରାୟନ
ନୂଆଦିଲ୍ଲୀ: ରାଜ୍ୟସଭାରୁ ନିଲମ୍ବିତ ହେଲଷ ତୃଣମୂଳ କଂଗ୍ରେସ ସାଂସଦ ଡେରେକ ଓ ବ୍ରାୟନ । ମୌସୁମୀ ଅଧିବେଶନର ବଳକା ଦିନ ପାଇଁ ତାଙ୍କୁ ସଂସଦରୁ ନିଲମ୍ବିତ କରାଯାଇଛି । ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ ଆଜି କାର୍ଯ୍ୟକାଳ ଚାଲିଥିବା ସମୟରେ ବ୍ରାୟନଙ୍କୁ ମୌସୁମୀ ଅଧିବେଶନରୁ ନିଲମ୍ବନ…