ଆଜି ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର
କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇବେ। ହାଇକୋର୍ଟର ପୁରୁଣା କୋଠା ସମ୍ମିଳନୀ କକ୍ଷରେ ସକାଳ ୧୦ଟାରେ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେବ ।
ସୂଚନା ମୁତାବକ, ଓଡ଼ିଶା…