ଅମୃତ ଭାରତ ଯୋଜନା; ୫୦୮ଟି ରେଳ ଷ୍ଟେସନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଅମୃତ ଭାରତ ଷ୍ଟେସନ ଯୋଜନାରେ ଦେଶର ୫୦୮ଟି ରେଳ ଷ୍ଟେସନର ପୁନର୍ବିକାଶ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଯୋଜନାକୁ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ କରିଛନ୍ତି । ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିବା ସହ ଅନ୍ୟ ସମସ୍ତ ଷ୍ଟେସନରେ…