Latest Odisha News

BREAKING NEWS

Yearly Archives

2023

ହିଜାବ ପିନ୍ଧିଥିବା ଛାତ୍ରୀଙ୍କୁ ସ୍କୁଲ ପ୍ରବେଶ ମନା, ହିନ୍ଦୁ ଓ ମୁସଲମାନ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ତେଜନା

ଅଗରତାଲା: ପୁଣି ହିଜାବକୁ ନେଇ ହିନ୍ଦୁ ଓ ମୁସଲମାନ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦେଖାଦେଇଛି ବିଭାଜନ। ଶୁକ୍ରବାର ତ୍ରିପୁରାର କୋରୋଇମୁରା ଉଚ୍ଚ ମାଧ୍ୟମିକ ସ୍କୁଲରେ ହିଜାବ ପିନ୍ଧିଥିବା ମୁସଲମାନ ଛାତ୍ରୀମାନଙ୍କୁ ପ୍ରବେଶ ଅନୁମତି ନ ମିଳିବାରୁ ଆରମ୍ଭ ହୋଇଥିଲା ଉତ୍ତେଜନା। ହିଜାବ ପିନ୍ଧିଥିବା…

ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର (୯୭)

ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ “ହଉ, ତୁ ଆଗରେ ଚାଲ । ମୁଁ ରୁମ୍‌ଟିକୁ ସଜାଡ଼ି ଦେଇ ଯାଉଛି ।” ବୀରା କହିଲା । ଲିଭିଂ ରୁମ୍‌ରେ ପହଞ୍ଚି ବୀରା ଦେଖିଲା ଯେ ସୋଫା ଉପରେ ସୁନୈନା ଗଡ଼ୁଛି, ତା' ମମ୍‌ଙ୍କ କୋଳରେ ଗୋଟେ ପାଦ ରଖିଦେଇଛି ଯିଏ ତା'ର…

୩୧ ରେ ଇଣ୍ଡିଆ ମେଣ୍ଟର ବୈଠକ, ମୁମ୍ବାଇରେ ଏକାଠି ହେବେ ଦଳ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ୨୬ଟି ବିରୋଧୀ ମେଣ୍ଟ ଇଣ୍ଡିଆ ଜୋରଦାର ପ୍ରସ୍ତୁତ ଚଳାଇଛି। ଆଗକୁ ରଣନୀତି ପ୍ରସ୍ତୁତ କରିବାକୁ ମହାରାଷ୍ଟ୍ରର ମୁମ୍ବାଇରେ 'ଇଣ୍ଡିଆ'ର ତୃତୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ବୈଠକଟି ଅଗଷ୍ଟ ୩୧ ଏବଂ ସେପ୍ଟେମ୍ବର ୧ ରେ ଅନୁଷ୍ଠିତ ହେବ।…

ଆଜି ବିଶ୍ଵ ବନ୍ଧୁତ୍ଵ ଦିବସ: ଜାଣନ୍ତୁ ବନ୍ଧୁତା ଦିବସର ଇତିହାସ…

ଓଡ଼ିଶା ସମ୍ବାଦ ବ୍ୟୁରୋ: ପ୍ରେମ, ବିଶ୍ୱାସ ଓ ପରସ୍ପର ମଧ୍ୟରେ ଥିବା ଉତ୍ତମ ବୁଝାମଣାକୁ ହିଁ ବନ୍ଧୁତ୍ୱ କୁହାଯାଏ । ବନ୍ଧୁତାରେ ନଥାଏ ଆବିଳତା । ଜଣେ ପ୍ରକୃତ ବନ୍ଧୁ ବିପଦ ଆପଦ ସବୁ ସମୟରେ ପାଖରେ ଛିଡ଼ା ହୋଇଥାଏ । ସମସ୍ତଙ୍କ ଜୀବନରେ ବନ୍ଧୁ ଏକ ଗୁରୁତ୍ୱପୂର୍ଣ୍ଣ ଭୁମିକା ଗ୍ରହଣ କରେ । ଏହି…

କବିତା : ପ୍ରିୟ ବନ୍ଧୁ

ଦୀପକ କୁମାର ନାୟକ ହସ ଟିକେ ତୋର କାହାକୁ ଦେବାର ନାହିଁ ଲୁହ ଟୋପେ ତୋର ଗଙ୍ଗାକୂଳକୁ ଯିବାର ନାହିଁ ବନ୍ଧୁଟିଏ ତୋର ଚଲା ବାଟେ ହେବି ଫୁଲ l ଦୁଃଖ ଆସିଲେ ଥିବି ପାଖେ ସୁଖ ଦେବି ନେବିନାହିଁ ଭାଗ ତୋ ସୁଖର

ଅମୃତ ଭାରତ ଯୋଜନା; ଆଜି ୫୦୮ ଷ୍ଟେସନର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିବେ ମୋଦୀ

ନୂଆଦିଲ୍ଲୀ: ଆଜି ସମଗ୍ର ଦେଶରେ ୫୦୮ ଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଏହି ସବୁ ଷ୍ଟେସନର ପୁନର୍ବିକାଶ ହେବ। ଅମୃତ ଭାରତ ଷ୍ଟେସନ ଯୋଜନାରେ ଓଡ଼ିଶା ଏବଂ ପୂର୍ବତଟ ରେଳପଥରେ ୫୭ ଷ୍ଟେସନର ପୁନଃ ବିକାଶ…

ଭାଷା ଭାଗବତ : ସରଳ ଲିଖନ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଗୋଟି ଗୋଟି ଅକ୍ଷର ଲେଖି ଶୁଦ୍ଧ, ଅଶୁଦ୍ଧ ଆଗ ଦେଖି ବାରଂବାର ସାରି ଶୋଧନ ପାଠକଂକୁ କରିବା ଦାନ ବହିରେ ଥାଏ ବାସି ଜ୍ଞାନ ମନରେ ରହେ ସଜ ଜ୍ଞାନ ନିଜର ସ୍ମୃତିକୁ ଭରସା କଲେ ଉନ୍ନତ ହୁଏ ଭାଷା ଘରେ ଥାଇ କରି ଅଭ୍ୟାସ…

ଭାରସାମ୍ୟ ହରାଇ ନଦୀକୁ ଖସିଲା ବସ୍; ୩ ମୃତ, ୨୪ ଆହତ

ରାଞ୍ଚି: ଭାରସାମ୍ୟ ହରାଇ ନଦୀକୁ ଖସିଲା ବସ୍। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୪ ଜଣ ଆହତ ହୋଇଥିବା ସୂଚନା ରହିଛି। ଝାଡ଼ଖଣ୍ଡ ଗିରିଡିହ ଜିଲ୍ଲା ବରାକର୍ ନଦୀରେ ଯାତ୍ରୀବାହୀ ବସ୍ ଖସିଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ରୋଷଶାଳ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମହାପ୍ରସାଦ ପ୍ରସ୍ତୁତି ହେଉଥିବା ପୃଥିବୀର ବୃହତମ ରୋଷଶାଳ ବିଷୟରେ ଆଲୋଚନା ଜାରି ରହିଛି। ଅବଶ୍ୟ ଅନେକ କହିପାରନ୍ତି ବର୍ତ୍ତମାନ ଅନେକ ଧର୍ମାନୁଷ୍ଠାନରେ ଆହୁରି…

ରଜୌରୀ ଏନ୍‌କାଉଣ୍ଟର; ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରର ରଜୌରୀ ଜିଲ୍ଲା ଖାୱାସ୍ ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଏନ୍‌କାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ। ଏପର୍ଯ୍ୟନ୍ତ ଆତଙ୍କବାଦୀର ପରିଚୟ ସ୍ପଷ୍ଟ ହୋଇପାରିନାହିଁ। ଅନ୍ୟପଟେ ଖାୱାସ୍ ଅଞ୍ଚଳରେ ଜୋରଦାର ଚାଲିଛି ସର୍ଚ୍ଚ…