Latest Odisha News

BREAKING NEWS

Yearly Archives

2023

ଜୟଦେବ ଉନାଡକଟ ରଚିଲେ କୀର୍ତିମାନ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପେସ ବୋଲର ଜୟଦେବ ଉନାଡକଟ ଏକ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ଭାରତର ପ୍ରଥମ ଖେଳାଳି ଭାବେ ଦୀର୍ଘଦିନ ବ୍ୟବଧାନରେ ଜାତୀୟ ଦଳକୁ ଫେରିଛନ୍ତି । ଜୟଦେବ ୩୫୩୯ ଦିନ ପରେ ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଦିନିକିଆରେ ଦଳକୁ ପ୍ରତ୍ୟାବର୍ତନ କରିଛନ୍ତି ।…

‘ରକି ଔର ରାନୀ କି ପ୍ରେମ କାହାନୀ’ର ପ୍ରଶଂସା କଲେ ଅନୁରାଗ: ଭଲ ଲାଗିବାରୁ ୨ ଥର ଦେଖିଲି

ମୁମ୍ବାଇ: ନିକଟରେ ରିଲିଜ୍ ହୋଇଯାଇଛି ବଲିଉଡ଼ ଅଭିନେତା ରଣବୀର ସିଂ ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଅଭିନିତ ଫିଲ୍ମ ‘ରକି ଔର ରାନୀ କି ପ୍ରେମ କାହାନୀ’ । କରଣ ଜୋହରଙ୍କ ଏହି ଫିଲ୍ମ ଏବେ ଖୁବ୍ ଚର୍ଚ୍ଚାରେ । କାରଣ ଏହା ବକ୍ସ ଅଫିସରେ ଧମାଲ କରୁଛି । ଏଥିରେ ରଣବୀର ଓ ଆଲିଆଙ୍କ ଯୋଡ଼ିକୁ ଲୋକେ…

ଆଉ ମାସ ମାସ ନୁହେଁ, କିଛି ଦିନରେ ନିର୍ମାଣ ହେବ ଘର

ମାଡ୍ରାସ:  ଆଜିକାଲି ଘର ଖଣ୍ଡିଏ ନିର୍ମାଣ କରିବା କଷ୍ଟକର ହୋଇପଡ଼ିଛି । ସବୁ ସୁବିଧା ଥିଲେ ମଧ୍ୟ ଗୋଟେ ଘର ତିଆରି କରିବାକୁ ମାସ ମାସ ସମୟ ଲାଗିଯାଏ । ଆଜିର ବ୍ୟସ୍ତବହୁଳ ଜୀବନରେ ଘର ଖଣ୍ଡିଏ ନିର୍ମାଣ କରିବାକୁ କାହା ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ । ଶ୍ରମିକ ଏବଂ ମିସ୍ତ୍ରୀଙ୍କ ପଛରେ…

ସୋମବାର ଝଡବାତ୍ୟା ଓ ପ୍ରବଳ ବର୍ଷା ପରିବେଶ ପରିବର୍ତ୍ତନର କାରଣ: ସିଇସି

ଭୁବନେଶ୍ୱର: ଭୁବନେଶ୍ୱର ସହରରେ ଗତକାଲି ହୋଇଥିବା ଝଡ଼ବାତ୍ୟା ଏକ ଅକସ୍ମାତ୍ ଘଟଣା ଓ ପରିବେଶ ପରିବର୍ତ୍ତନକୁ ନିର୍ଦ୍ଦେଶ କରେ ବୋଲି ସୋଆ ବିଶ୍ୱବିଦ୍ୟାଳୟ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିିଇସି)ର ନିର୍ଦ୍ଦେଶକ ଡକ୍ଟର ଶରତ କୁମାର ସାହୁ କହିଛନ୍ତି । ଗତକାଲି ଏହି ଝଡବାତ୍ୟା…

୧୪ରୁ ଆରମ୍ଭ ହେବ ‘କୌନ ବନେଗା କରୋଡ ପତି ସିଜିନ୍ ୧୫’, ପ୍ରୋମୋ ରିଲିଜ

ମୁମ୍ବାଇ: ଟେଲିଭିଜନ ଦୁନିଆର ସବୁଠୁ ବେଶୀ ଲୋକପ୍ରିୟ କୁଇଜ୍ ଶୋ’ କୌନ ବନେଗା କରୋଡପତି ସିଜିନ୍ ୧୫ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି । ସୋମବାର ଏହି ନୂଆ ଏପିସୋଡ଼ର ପ୍ରୋମୋ ରିଲିଜ୍ ହୋଇଛି । ଏହି ଶୋର ମୁଖ୍ୟ ଆକର୍ଷଣ ହେଉଛନ୍ତି ବିଗ୍ ବି ଅମିତାଭ ବଚ୍ଚନ । ସେ ବର୍ଷ ବର୍ଷ ଧରି ଏହି ଶୋ’କୁ…

ରାଜ୍ୟପାଳଙ୍କ ଦ୍ୱାରା କିଟରେ କାର୍ଡିଓପଲ୍‍ମୋନାରୀ ରେସସାଇଟେସନ୍‍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‍ଘାଟିତ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲଙ୍କ ଦ୍ୱାରା କିଟରେ ବିଶାଳ କାର୍ଡିଓପଲ୍‍ମୋନାରୀ ରେସସାଇଟେସନ୍‍ (ସିପିଆର) ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମଙ୍ଗଳବାର ଉଦଘାଟିତ ହୋଇଯାଇଛି । କିଟ୍ ସହଯୋଗରେ ଜଗନ୍ନାଥ ସର୍ଭିସ୍‍ ଫାଉଣ୍ଡେସନ୍‍ ଓ ସତ୍ୟ ସାଇ ସେବା ସଂଗଠନ ଦ୍ୱାରା ଅନୁଷ୍ଠିତ ଏହି…

ବ୍ରିଜ ଭୂଷଣଙ୍କୁ ବଡ ଆଶ୍ୱସ୍ତି: ପୋଲିସ କ୍ଲୋଜର ରିପୋର୍ଟକୁ ବିରୋଧ କଲେନି ନାବାଳିକା ରେସଲର

ନୂଆଦିଲ୍ଲୀ: ଭାରତୀୟ ରେସଲିଂ ଫେଡେରେଶନର ପୂର୍ବତନ ସଭାପତି ବ୍ରିଜଭୂଷଣ ଶରଣ ସିଂଙ୍କୁ ଆଜି ବଡ ଆଶ୍ୱସ୍ତି ମିଳିଛି । ନାବାଳିକା ରେସଲରଙ୍କ ଅଭିଯୋଗ କ୍ରମେ ତାଙ୍କ ବିରୋଧରେ ପକ୍ସୋ ଆକ୍ଟ ଅନୁଯାୟୀ ମାମଲା ରୁଜୁ କରାଯାଇଥିଲା । ନାବାଳିକାଜଣଙ୍କ ପରେ ଏହି ଅଭିଯୋଗରୁ ହଟି ଯାଇଥିଲେ । ଆଜି ପୋଲିସ…

ଏମ୍‌ସ ଭୁବନେଶ୍ୱରରେ ରାଜ୍ୟର ପ୍ରଥମ ଇଣ୍ଟରଭେନ୍‌ସନାଲ ରେଡିଓଲୋଜି ସମ୍ମିଳନୀ

ଭୁବନେଶ୍ୱର: ଏମ୍‌ସ ଭୁବନେଶ୍ୱର ରେଡିଓ ଡାଇଗ୍ନୋସିସ୍‌ ବିଭାଗ ପକ୍ଷରୁ ରାଜ୍ୟରେ ପ୍ରଥମ ଇଣ୍ଟରଭେନ୍‌ସନାଲ ରେଡିଓଲୋଜି (ଆଇଆର) ସମ୍ମିଳନୀ ଏଆଇଆରଏଡିସିଓଏନ୍‌ ସଫଳତାର ସହିତ ଆୟୋଜିତ ହୋଇଯାଇଛି । ଏହି ଦୁଇ ଦିନିଆ ସମ୍ମିଳନୀରେ ଆଇଆର୍‌ର ବ୍ୟାପକ ବ୍ୟବହାର ତଥା ଏହାର କାର୍ଯ୍ୟକାରୀତା ଉପରେ…

୫୬୦ ଗ୍ରାମ୍‌ର ଅପରିପକ୍ୱ ଶିଶୁକୁ ନୂଆ ଜୀବନ ଦେଲେ ସମ୍ ଶିଶୁରୋଗ ଡାକ୍ତର

ଭୁବନେଶ୍ୱର: ଜନ୍ମ ସମୟରେ ଅପରିପକ୍ୱ ଭାବେ ଜନ୍ମଲାଭ କରିଥିବା ମାତ୍ର ୫୬୦ଗ୍ରାମ୍ ଓଜନର ଶିଶୁପୁତ୍ରକୁ ଦୀର୍ଘ ଦିନର ପ୍ରଚେଷ୍ଟା ଓ ଚିକିତ୍ସା ପ୍ରଦାନ କରି ନୂଆ ଜୀବନ ଦେଇଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ନବଜାତ ଶିଶୁରୋଗ ବିଭାଗର ଡାକ୍ତରୀ ଟିମ୍…

ରେଷ୍ଟୁରାଣ୍ଟରେ ଗ୍ଲାମରର୍ସ ୱେଟ୍ରେସ୍ : ଦେଖିବାକୁ ଯୁବକଙ୍କ ଭିଡ଼

ନ୍ୟୁୟର୍କ: ସାଧାରଣତଃ ଯେତେବେଳେ ଆମେ ଖାଦ୍ୟ ଖାଇବା ପାଇଁ ଏକ ରେଷ୍ଟୁରାଣ୍ଟକୁ ଯାଆନ୍ତି, ଆମର ଧ୍ୟାନ କେବଳ ଭଲ ଖାଦ୍ୟ ଉପରେ ରହିଥାଏ । ଆମେ ସେଠାରେ ଉପସ୍ଥିତ ଥିବା କର୍ମଚାରୀଙ୍କଠାରୁ ଭଲ ଆଚରଣ ଆଶା କରୁ । କିନ୍ତୁ ସେଠାରୁ ଚାଲି ଆସିବା ପରେ କର୍ମଚାରୀଙ୍କ ସହିତ କିଛି ସମ୍ପର୍କ ନ ଥାଏ ।…