ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଆଗାମୀ ୩ ଘଣ୍ଟାରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର:ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଫଳରେ ସବୁଆଡେ ବେହାଲ ଜନଜୀବନ । ଏପଟେ ବଙ୍ଗୋପସାଗରରୁ ସୃଷ୍ଟ ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି । ଉତ୍ତରପୂର୍ବ ବଙ୍ଗୋପସାଗରରେ ଏହା ଅବପାତରେ ପରିଣତ ହୋଇଛି । ଏହା ଆଜି ସନ୍ଧ୍ୟା ସୁଦ୍ଧା ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ରୂପ…