ଜୟପୁର-ମୁମ୍ବାଇ ପାସେଞ୍ଜର ଟ୍ରେନ ଭିତରେ ଗୁଳିମାଡ଼, ୪ ମୃତ
ମୁମ୍ବାଇ: ଚଳନ୍ତା ଟ୍ରେନ୍ରେ ଗୁଳିମାଡ଼। ଜୟପୁର ଏକ୍ସପ୍ରେସ୍ ଟ୍ରେନ୍ ଭିତରେ ଆରପିଏଫ୍ କନଷ୍ଟେବଲ୍ଙ୍କ ଗୁଳିମାଡ଼ରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଜୟପୁର-ମୁମ୍ବାଇ ପାସେଞ୍ଜର ଟ୍ରେନ୍ଟି ମହାରାଷ୍ଟ୍ରର ପାଲଘର ଅତିକ୍ରମ କରିବା ପରେ ଯାତ୍ରୀଙ୍କ ଉପରକୁ କନଷ୍ଟେବଲ ଗୁଳିମାଡ଼ କରିଥିଲେ।…