ବିବାହ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ
ଭୁବନେଶ୍ୱର: ବିବାହ ବନ୍ଧନରେ ଆବଦ୍ଧ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ଅରୁଣ ନେଦରଲାଣ୍ଡରେ ବିବାହ କରିଛନ୍ତି । ଏନେଇ ତାଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ଅରୁଣଙ୍କ ବିବାହର ଫଟୋ ସେୟାର କରି ସୂଚନା ଦେଇଛନ୍ତି ।
ଫଟୋରେ ଅରୁଣ…