‘୧୯୭୧ ମସିହା ପରି ଚଳିତବର୍ଷ ରଥଯାତ୍ରା ଆମ ପାଇଁ ବଡ ଦାୟିତ୍ୱ’
ପୁରୀ: ସ୍ନାନଯାତ୍ରା ଓ ରଥଯାତ୍ରାର ସୁପରିଚାଳନା ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ଶେଷ ପରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।
ସେ କହିଛନ୍ତି ଯେ,…