ଶୀତରେ ଥରିବ ଓଡିଶା, ଖସିବ ପାରଦ: ୧୭ରେ ପୁଣି ବର୍ଷା
ଭୁବନେଶ୍ବର: ଖସିବ ପାରଦ । ବଢିବ ଶୀତ । ଏଥିପାଇଁ ରାଜ୍ୟରେ ୪୮ ଘଣ୍ଟା ପାଇଁ ଶୀତର ଲହରି ଜାରି ରହିବ ବୋଲି ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ୨ ଦିନ ଯାଏଁ ଆଭ୍ୟନ୍ତରୀଣ ଓଡିଶାରୁ ଉପକୂଳ ଯାଏଁ ସବୁଠି ଶୀତର ପ୍ରକୋପ ଜାରି ରହିବ । ଏଥିସହିତ ଆଜି ପାଇଁ ଝାରସୁଗୁଡା ଓ…