ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ, ଜନତା ମଇଦାନ ଯାଇ ସ୍ଥିତି ସମୀକ୍ଷା କଲେ ମନମୋହନ ସାମଲ
ଭୁବନେଶ୍ବର: ଆସନ୍ତାକାଲି ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । ଏହା ସହିତ ଶପଥ ନେବେ ଓଡିଶାର ନୂଆ କ୍ୟାବିନେଟ ମନ୍ତ୍ରୀ । ଭୁବନେଶ୍ବର ସ୍ଥିତ ଜନତା ମଇଦାନରେ ଚାଲିଛି ବ୍ୟାପକ ପ୍ରସ୍ତୁତି । ଶପଥ ଗ୍ରହଣ ସମାରୋହ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି ହେବା ସହ ସଜେଇ ହେଉଛି ଜନତା ମଇଦାନ ।…