ଅଂଶୁଘାତରେ ଗଲାଣି ୪୧ ଜୀବନ
ଭୁବନେଶ୍ବର: ରାଜ୍ୟରେ ଏଯାବତ ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ ହେଲାଣି । ଏପର୍ଯ୍ୟନ୍ତ ଅଂଶୁଘାତରେ ୧୫୧ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଥିବା ବେଳେ ସେଥିରୁ ୪୧ ଜଣଙ୍କ ମୃତ୍ୟୁ ଅଂଶୁଘାତଜନିତ ବୋଲି ସ୍ପଷ୍ଟ ହୋଇଛି । ଆହୁରି ୭୩ଟି ଅଭିଯୋଗର ତଦନ୍ତ ଚାଲିଛି ବୋଲି ସୂଚନେ ଦେଇଛନ୍ତି…