ବାଘ ଆକ୍ରମଣରେ ୪ ଗୁରୁତର
ବାଲେଶ୍ଵର: ବାଲେଶ୍ବର ଜିଲ୍ଲା ଖଇରା ଅଞ୍ଚଳରେ ବାଘ ଆତଙ୍କ । ବାଘ ଆକ୍ରମଣରେ ଜଣେ ମହିଳାଙ୍କ ସମେତ ୩ ଜଣ ଗୁରୁତର । ସମସ୍ତ ଗୁରୁତରଙ୍କୁ ପ୍ରଥମେ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭଦ୍ରକ ସ୍ଥାନାନ୍ତର କରାଯାଇଛି ।
ସୂଚନା ଅନୁସାରେ, ଆହତ ମହିଳା ଜଣଙ୍କ ହେଉଛନ୍ତି ସତ୍ୟଭାମା ନାୟକ…