ପରଲୋକରେ ରାମୋଜୀ ଗ୍ରୁପ ପ୍ରତିଷ୍ଠାତା ରାମୋଜୀ ରାଓ
ହାଇଦ୍ରାବାଦ: ଆଉ ନାହାଁନ୍ତି ରାମୋଜୀ ଗ୍ରୁପ ତଥା ବିଶ୍ବର ସର୍ବବୃହତ୍ତ ଫିଲ୍ମସିଟି ‘ରାମୋଜୀ ଫିଲ୍ମସିଟି’ର ପ୍ରତିଷ୍ଠାତା ରାମୋଜୀ ରାଓ । ଶୁକ୍ରବାର ସ୍ବାସ୍ଥ୍ୟାଗତ ସମସ୍ୟା ଦେଖାଯିବା ପରେ ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆଜି ଭୋର ୪ ଟା ୫୦ରେ ସେ ଶେଷ…