ବନ୍ଧୁକ ମୁନରେ ୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହରରେ ବନ୍ଧୁକ ଦେଖାଇ ୫ ଲକ୍ଷ ଟଙ୍କା ଲୁଟ୍ । ଏନେଇ ଡୁଙ୍ଗୁରିପାଲି ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁସାରେ, ବଲାଙ୍ଗୀର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ରୁ ଡୁଙ୍ଗୁରିପାଲି ଶାଖା ପରିଚାଳକ ଶାଶ୍ୱତ କୁମାର ପାଣିଗ୍ରାହୀ ୫ ଲକ୍ଷ…