ଭୋଟ ଗଣତି ମଧ୍ୟରେ ଷ୍ଟକ ବଜାରରେ ବଡ ହ୍ରାସ: ସେନସେକ୍ସ ୨୦୦୦ରୁ ଊର୍ଦ୍ଧ୍ବ ପଏଣ୍ଟ ହ୍ରାସ, ସେୟାର ମାର୍କେଟ ଡାଉନ
ମୁମ୍ବାଇ: ଦେଶରେ ଜାରି ରହିଛି ଭୋଟ ଗଣତି। ନିର୍ବାଚନ ଫଳାଫଳ ମଧ୍ୟରେ ସେୟାର ମାର୍କେଟ ଡାଉନ ରହିଛି। ଆଜି ଲୋକସଭା ଭୋଟ ଗଣତି ଜାରି ରହିଥିବାବେଳେ ଷ୍ଟକ ବଜାରରେ ବଡ ହ୍ରାସ ଦେଖିବାକୁ ମିଳିଛି। ବଜାର ଖୋଲିବା ମାତ୍ରେ ସେନସେକ୍ସ ୨୦୦୦ରୁ ଊର୍ଦ୍ଧ୍ବ ପଏଣ୍ଟ ହ୍ରାସ ପାଇଛି। ନ୍ୟାସନାଲ ଷ୍ଟକ…