ଅସୁରକ୍ଷିତ ରାଜଧାନୀ; ଦିଲ୍ଲୀପ ତିର୍କୀଙ୍କ ମୋବାଇଲ ଚୋରି କରିନେଲେ ଲୁଟେରା
ଭୁବନେଶ୍ୱର: ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି ରାଜଧାନୀ । ସେ ଦିନ ଦ୍ବପ୍ରହର ହେଉ କି ରାତି ଅଧ ସବୁ ସମୟରେ ଏବେ ଚାଲିଛି ଲୁଟେରାଙ୍କ ରାଜ୍ । ଏବେ ଲୁଟେରାଙ୍କ କବଜାରେ ପଡିଛନ୍ତି ପୂର୍ବତନ ରାଜ୍ୟସଭା ସାଂସଦ ତଥା ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀ ।
ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମର…