ପୁରୀ ବାଣ ବିସ୍ଫୋରଣ ଘଟଣା: ଆଖି ବୁଜିଲେ ଆଉ ଦୁଇ ଜଣ, ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା
ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି । ଗତକାଲି ମୃତ୍ୟୁ ସଂଖ୍ୟା ୯ ଥିବାବେଳେ ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…