ଅସ୍ବାଭାବିକ ମୃତ୍ୟୁ ଘଟଣା:ଦିନ ୧୧ରୁ ୩ଟା ଭିତରେ ଖରାକୁ ନବାହାରିବାକୁ ପରାମର୍ଶ ଦେଲେ ଏସ୍ଆର୍ସି
ସୁନ୍ଦରଗଡ଼:ସୁନ୍ଦରଗଡ଼ ଜିଲ୍ଲାରେ ଅସ୍ବାଭାବିକ ମୃତ୍ୟୁର କରାଯିବ ତଦନ୍ତ । ପିକ୍ ଆୱାରରେ କାମ କରିବା ଯୋଗୁଁ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ଅନୁମାନ କରାଯାଉଛି । ତେବେ ପିକ୍ ଆୱାର କାମ ବାରଣ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ଦ୍ଦେଶ ଉଲ୍ଲଂଘନ କଲେ, ଆଇନ ଅନୁସାରେ…