ଖଣ୍ଡପଡାରେ ହେବ ପଠାଣି ସାମନ୍ତ ପ୍ଲାନେଟାରିୟମ୍
ଭୁବନେଶ୍ବର: ଭୁବନେଶ୍ବର ଭଳି ନୟାଗଡ଼ ଖଣ୍ଡପଡ଼ାରେ ହେବ ପ୍ଲାନେଟାରିୟମ । ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ଖଣ୍ଡପଡ଼ାରେ ପ୍ଲାନେଟାରିୟମ ନିର୍ମାଣ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କ ଜନ୍ମସ୍ଥାନକୁ ନେଇ ମୁଖ୍ୟମନ୍ତ୍ରୀ ଏହି…