ତୃତୀୟ ଥର ପାଇଁ କୋଲକାତା ଜିତିଲା ଆଇପିଏଲ
ଚେନ୍ନାଇ: ଉଭୟ ବ୍ୟାଟିଂ ଓ ବୋଲିଂରେ ଚମତ୍କାର ପ୍ରଦର୍ଶନ କରି କୋଲକାତା ନାଇଟ ରାଇଡର୍ସ ୮ ୱିକେଟରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ତୃତୀୟ ଥର ପାଇଁ ଚାମ୍ପିୟନ ହୋଇଛି । ଏହା ପୂର୍ବରୁ ୨୦୧୨ ଓ ୨୦୧୪ରେ କେକେଆର ଟାଇଟଲ ହାସଲ କରିଥିଲା । ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରି ୧୧୪ ରନର…