ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍ ଫୋନ୍ ମନା
ଭୁବନେଶ୍ବର: ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍ ଫୋନ୍ ମନା । ଭୋଟରଙ୍କୁ ମୋବାଇଲ ନେବାକୁ ବାରଣ କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍ ଫୋନ୍ ବାରଣ ନେଇ ପ୍ରେସମିଟ୍ କରି ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ଏପରିକି ବୁଥ୍ ଭିରତକୁ…