Latest Odisha News

BREAKING NEWS

Yearly Archives

2024

ବାଲେଶ୍ୱର, ବାରିପଦାକୁ ନେଇ ଇଣ୍ଡଷ୍ଟ୍ରିଆଲ କ୍ଲଷ୍ଟର କରାଯିବ: ପାଣ୍ଡିଆନ

ବାଲେଶ୍ଵର: ଆପଣଙ୍କ ବିଜେପି ଏମ୍‍.ପି. ଆପଣଙ୍କ ପାଇଁ କଣ କରିଛନ୍ତି ବୋଲି ବାଲେଶ୍ଵର ଜନସଭାରେ ବାଲେଶ୍ୱରବାସୀଙ୍କୁ ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାଲେଶ୍ୱରରେ ବିଜେପି ନେତା ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ‘ଲା ସିନେଫ୍’ ପୁରସ୍କାର ହାସଲ କଲେ ଏଫଟିଆଇଆଇ ଛାତ୍ର

ନୂଆଦିଲ୍ଲୀ: ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ‘ଲା ସିନେଫ୍’ ପୁରସ୍କାର ହାସଲ କଲେ ଏଫଟିଆଇଆଇ ଛାତ୍ର । ‘ସନ୍ ଫ୍ଲାୱାର୍ସ ଓୟାର ଦ ଫାଷ୍ଟ ୱାନ୍ସ ଟୁ ନୋ’ ଚଳଚ୍ଚିତ୍ର ଯାହାକି ପାଠ୍ୟକ୍ରମ ଶେଷ ନିମନ୍ତେ ଭାରତୀୟ ଚଳଚ୍ଚିତ୍ର ଓ ଟେଲିଭିଜନ ପ୍ରତିଷ୍ଠାନର ଚିଦାନନ୍ଦ ନାୟକଙ୍କ ଦ୍ବାରା ପ୍ରସ୍ତୁତ…

ମୁଖ୍ୟମନ୍ତ୍ରୀଙ୍କୁ ବନ୍ଧନ ମୁକ୍ତ କରିବା ଦାବିରେ ରାମମନ୍ଦିର ସମ୍ମୁଖରେ ବିଜେପିର ବିକ୍ଷୋଭ

ଭୁବନେଶ୍ୱର: ରାଜ୍ୟର ବୃହତର ସ୍ୱାର୍ଥ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କୁ ବନ୍ଧନ ମୁକ୍ତ କରିବା ପାଇଁ ରାଜ୍ୟ ମୁଖପାତ୍ର ଶ୍ରୀ ଦିଲୀପ ମଲ୍ଲିକଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି ରାମମମନ୍ଦିର ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ ଚିଠି ମାଧ୍ୟମରେ ନିବେଦନ…

ଏ ମାଟିର ଝିଅଙ୍କୁ ସମ୍ମାନ ଦେଇ ସପୋର୍ଟ କରିଥିଲା ବିଜେଡି: ମୁଖ୍ୟମନ୍ତ୍ରୀ

ବାରିପଦା: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମୟୁରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଏବଂ ବାରିପଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହିତ ବରିଷ୍ଠ ବିଜେଡି ନେତା ଭିକେ ପାଣ୍ଡିଆନ ମଧ୍ୟ ଆୟୋଜିତ ଜନସମାବେଶରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ…

ସ୍ବାତୀ ମାଲିଓ୍ବାଲ ମାମଲା, ୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ଗଲେ ବିଭବ କୁମାର

ନୂଆଦିଲ୍ଲୀ: ଆପ ନେତ୍ରୀ ତଥା ରାଜ୍ୟସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କ ମାମଲାରେ କୋର୍ଟ ବିଭବ କୁମାରଙ୍କୁ ୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବିଭବ କୁମାର ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରହିବେ। ବିଭବଙ୍କୁ ଆଜି ନ୍ୟାୟିକ…

ଆସନ୍ତକାଲି ତୃତୀୟ ପର୍ଯ୍ୟାୟ ମତଦାନ, ବୁଥ୍ ଅଭିମୁଖେ ପୋଲିଂ ପାର୍ଟିଙ୍କ ଯାତ୍ରା

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ପଡିବ ତୃତୀୟ ପର୍ଯ୍ୟାୟ ଭୋଟ । ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ହେବ ଭୋଟିଂ । ୬ ଲୋକସଭା ଆସନ ପାଇଁ ୬୪ ପ୍ରାର୍ଥୀ ଲଢ଼ୁଥିବା ବେଳେ ୪୨ ବିଧାନସଭା ଆସନ ପାଇଁ ମୈଦାନରେ ଅଛନ୍ତି ୩୮୩ ପ୍ରାର୍ଥୀ । ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ବୁଥ୍ ଅଭିମୁଖେ ଯାତ୍ରା…

ରାତି ପାହିଲେ ନିର୍ବାଚନ, କଟକ ଓ ସମ୍ବଲପୁରରେ ୧୪୪ ଧାରା ଲାଗୁ

କଟକ: ଆସନ୍ତା ୨୫ ତାରିଖରେ ରାଜ୍ୟରେ ୬ ଲୋକସଭା, ୪୨ ବିଧାନସଭାରେ ମତଦାନ ହେବାକୁ ଯାଉଛି। ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ହେବାକୁ ଥିବା ମତଦାନ ପାଇଁ କଟକ ଓ ସମ୍ବଲପୁର ଜିଲ୍ଲାରେ ୧୪୪ ଧାରା ଜାରି କରାଯାଇଛି । ଆସନ୍ତା ୨୬ ତାରିଖ ସକାଳ ୧୦ଟା ଯାଏଁ ୧୪୪ ଧାରା ଲାଗୁ ହୋଇଛି।…

ବିଜେପିର ୪୦୦ ପାର୍ ନାରା ବିଫଳ ହେବାକୁ ଯାଉଛି କି ନା ସତରେ ମାଇଣ୍ଡ୍ ଗେମ୍?

ଭୁବନେଶ୍ୱର: ନିର୍ବାଚନ ଆରମ୍ଭ ହେବାଠୁ ବିଜେପି ନାରା ଦେଇଛି ଅବ୍ କି ବାର ୪୦୦ ପାର୍ । ବିଜେପି ନିଜ ପାଇଁ ୩୭୦ ଲୋକସଭା ଆସନ ଟାର୍ଗେଟ୍ ରଖିଥିବା ବେଳେ ଏନଡିଏ ପାଇଁ ୪୦୦ ନାରା ରଖିଛି। ବଡ଼କଥା ହେଉଛି ଇଣ୍ଡିଆ ଟିଭିର ସଲାମ ଇଣ୍ଡିଆ କାର୍ଯ୍ଯକ୍ରମରେ ପ୍ରଧାନମନ୍ତ୍ରୀ ଏହି ନାରାକୁ ନେଇ ଏକ…

କେଉଁଠି ମାଡ଼ ହେବ ବାତ୍ୟା ରେମାଲ, ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର: ବାତ୍ୟା ରେମାଲ ପ୍ରଭାବରେ ୪ ଜିଲ୍ଲାରେ ବର୍ଷା ସହିତ ପବନ ସମ୍ଭାବନା ରହିଛି। ତେଣୁ ସଜାଗ ହୋଇଛନ୍ତି ଏସଆରସି। ସମ୍ଭାବ୍ୟ ବର୍ଷା, ପବନକୁ ଦେଖି ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କହିଛନ୍ତି ଏସଆରସି। ଏହି ଚାରି ଜିଲ୍ଲା ହେଲେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଏବଂ…

ଘସିପୁରାରେ ବିଜେଡି ନେତାଙ୍କ ଗାଡିରୁ ଜବତ ହେଲା ୫ ଲକ୍ଷରୁ ଅଧିକ ଟଙ୍କା

ଘସିପୁରା: ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର କିଛି ଘଣ୍ଟା ବାକି ରହିଛି। ଏହାପୂର୍ବରୁ ଅନ୍ଧାରିବିଜେ ନୁହଁ ବରଂ ଦିନ ଦ୍ବିପ୍ରହରରେ ଶୁକ୍ରବାର କେନ୍ଦୁଝର ଜିଲ୍ଲା ଘସିପୁରା ବିଧାନସଭାରୁ ଜବତ ହୋଇଛି ୫ ଲକ୍ଷ ଟଙ୍କା। ଆଉ ଏହି ଟଙ୍କା ଯିଏ ନେଇ ଯାଉଥିଲେ ସେ ବିଜେଡି ବିଧାୟକ ପ୍ରାର୍ଥୀ…