ଆରବିଆଇ ସମେତ ବିଭିନ୍ନ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କକୁ ବୋମାରେ ଉଡ଼ାଇ ଦେବାକୁ ଧମକ । ରଷିଆନ୍ ଭାଷାରେ ଅଫିସିଆଲ୍ ମେଲ୍କୁ ଆସିଛି ଧମକପୂର୍ଣ୍ଣ ମେସେଜ । ଏନେଇ ଥାନାରେ ଏତଲା ପରେ ପୋଲିସ ପକ୍ଷରୁ ଛାନଭିନ୍ ଆରମ୍ଭ ହୋଇଛି । ଗତ ମାସରେ ମଧ୍ୟ ରିଜର୍ଭ ବ୍ୟାଙ୍କକୁ ବୋମାରେ ଉଡାଇଦେବାକୁ ଧମକ ଆସିଥିଲା ।…