ଦନ୍ତେୱାଡାରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୭ ମାଓବାଦୀ ନିହତ
ମାଲକାନଗିରି: ଛତିଶଗଡରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଛତିଶଗଡ଼ ସୀମାନ୍ତ ନାରାୟଣପୁର, ବିଜାପୁର ଏବଂ ଦନ୍ତେୱାଡା ସୀମାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା…