ଜୁନ୍ ୨ରେ ଆସିବ ଏହି ଦୁଇ ରାଜ୍ୟର ନିର୍ବାଚନ ଫଳାଫଳ, ନିର୍ବାଚନ ଆୟୋଗଙ୍କ ସୂଚନା
ନୂଆଦିଲ୍ଲୀ: ଦେଶରେ ଲୋକସଭା ନିର୍ବାଚନ ସହିତ ଅନେକ ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଏଥିମଧ୍ୟରେ ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମ୍ ମଧ୍ୟ ଅନ୍ତର୍ଭୁକ୍ତ। ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମରେ ବିଧାନସଭା ନିର୍ବାଚନ ପାଇଁ ଏପ୍ରିଲ ୧୯ ତାରିଖରେ ଭୋଟ୍ ହୋଇଥିଲା। ଏହି…