ଗମ୍ଭୀର ହେବେ କି ଟିମ ଇଣ୍ଡିଆର ନୂଆ କୋଚ
ନୂଆଦିଲ୍ଲୀ: ଗୌତମ ଗମ୍ଭୀର ଭାରତୀୟ କ୍ରିକେଟ ଟିମର ନୂଆ କୋଚ ହେବା ନେଇ ରିପୋର୍ଟ ପ୍ରକାଶ ପାଇଛି । ଟି୨୦ ବିଶ୍ୱକପ ପରେ ରାହୁଲ ଡ୍ରାଭିଡଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଛି । ବିସିସିଆଇ ମଧ୍ୟ କୋଚ ପଦ ଆବେଦନ କରିବା ପାଇଁ ବିଜ୍ଞପ୍ତି ଜାରୀ କରିଛି । କ୍ରିକଇନଫୋରେ ପ୍ରକାଶିତ ଖବର ଅନୁସାରେ…