ନାମାଙ୍କନ ଭରିଥିବା ହାସ୍ୟ ଅଭିନେତା ଶ୍ୟାମ ରଙ୍ଗୀଲାଙ୍କ ପ୍ରାର୍ଥିପତ୍ର ଖାରଜ
ଲକ୍ଷ୍ନୋ: ନିର୍ବାଚନ ଆୟୋଗ ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିପକ୍ଷରେ ନାମାଙ୍କନ ଭରିଥିବା ହାସ୍ୟ ଅଭିନେତା ଶ୍ୟାମ ରଙ୍ଗୀଲାଙ୍କ ପ୍ରାର୍ଥିପତ୍ର ଖାରଜ କରିଛନ୍ତି । ରଙ୍ଗୀଲା ବାରାଣାସୀ ଲୋକସଭା ନିର୍ବାଚନମଣ୍ଡଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବ ମେ ୧୪ରେ ନିଜର…