ବିଜେଡି ୧୦୦ ୟୁନିଟ୍ ମାଗଣା ଦେବ, ବିଜେପି ପୂରା ଛାଡ଼ କରିବ: ଅପରାଜିତା ଷଡ଼ଙ୍ଗୀ
ଭୁବନେଶ୍ବର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି । ଏହି ସମୟରେ ଅନ୍ୟପଟେ ଭାରତୀୟ ଜନତା ପାର୍ଟି ଏକ ପ୍ରେସମିଟ କରି ଶାସକ ଦଳ ବିଜୁ ଜନତା ଦଳ ଉପରେ ବର୍ଷିଛି। ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ପ୍ରତାପ ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କ ଉପରେ ଜୋରଦାର ବର୍ଷିଛନ୍ତି। ଆଉ…