ବଲାଙ୍ଗୀରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ; ‘ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି’
ବଙ୍ଗୋମୁଣ୍ଡା: ‘ମିଛ କହୁଛନ୍ତି ବିରୋଧୀ’, ‘କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ।’ କିଛି ଏଭଳି କହି ବିରୋଧୀଙ୍କୁ ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଆଜି ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡାଠାରେ ବିରାଟ ଜନସଭାକୁ ଉଦବୋଧନ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…