୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ, ଜାଣନ୍ତୁ କେଉଁ ସମୟରେ ଯିବେନି…
ପୁରୀ: ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ପୁରୀ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଭୋଗମଣ୍ଡପରେ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ…