ପକୁଡ଼ି ଖାଇ ଗୋଟିଏ ପରିବାରର ୧୦ ରୁ ଉର୍ଦ୍ଧ୍ୱ ଅସୁସ୍ଥ, କାରଣ ଅସ୍ପଷ୍ଟ
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଜଗନ୍ନାଥପାଲି ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପକୁଡ଼ି ଖାଇ ଗୋଟିଏ ପରିବାରର ୧୦ ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇଛନ୍ତି l ସମସ୍ତ ଅସୁସ୍ଥଙ୍କୁ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି l
ସୂଚନା ଅନୁସାରେ, ଆଜି ସକାଳ…