ନିର୍ବାଚନୀ ମୈଦାନରେ ମୁହାଁମୁହିଁ ହେବେ ସ୍ୱାମୀ-ସ୍ତ୍ରୀ; ରୁଦ୍ର ମହାରଥୀଙ୍କ ବିରୋଧରେ ଲଢିବେ ପତ୍ନୀ ଜାଗୃତି
ପିପିଲି: ନିର୍ବାଚନୀ ମୈଦାନରେ ମୁହାଁମୁହିଁ ହେବେ ସ୍ବାମୀ-ସ୍ତ୍ରୀ । ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଗୋଟିଏ ପଟେ ସ୍ବର୍ଗତଃ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ବିଜେଡିରୁ ଟିକେଟ୍ ରୁ ନିର୍ବାଚନ ଲଢୁଛନ୍ତି, ଅନ୍ୟପଟେ ଜାଗୃତି…